1 Chronicles 26:15 — Compare Translations
5 translations compared side by side
Odia - 1840
"ଓବେଦ୍-ଇଦୋମଙ୍କୁ ଦକ୍ଷିଣପାଶର୍ବ ଦ୍ବାର ନିମନ୍ତେ ମନୋନୀତ କରାଗଲା ଓ ଆଉ ଯେଉଁ ଗୃହ ରେ ବହୁମୂଲ୍ଯ ସାମଗ୍ରୀମାନ ରଖାୟାଇଥିଲା, ତାହାକୁ ଜଗିବା ନିମନ୍ତେ ଓବେଦ୍ ଇଦୋମଙ୍କର ପୁତ୍ରମାନଙ୍କୁ ମନୋନୀତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣଦିଗ ଓବେଦ୍-ଇଦୋମ୍ ପକ୍ଷରେ ଓ ଭଣ୍ତାରଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଓବେଦ୍-ଇଦୋମଙ୍କୁ ଦକ୍ଷିଣ ପାର୍ଶ୍ୱ ଦ୍ୱାର ନିମନ୍ତେ ମନୋନୀତ କରାଗଲା ଓ ଆଉ ଯେଉଁ ଗୃହରେ ବହୁମୂଲ୍ୟ ସାମଗ୍ରୀମାନ ରଖାଯାଇଥିଲା, ତାହାକୁ ଜଗିବା ନିମନ୍ତେ ଓବେଦ୍ ଇଦୋମଙ୍କର ପୁତ୍ରମାନଙ୍କୁ ମନୋନୀତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।