1 Chronicles 26:16 — Compare Translations

5 translations compared side by side

Odia - 1840
"ଶୁପପୀମ ଓ ହୋଷାଙ୍କୁ ପଶ୍ଚିମପାଶର୍‌ବ ଦ୍ବାର ଓ ଉଚ୍ଚତର ପଥରେ ଥିବା ଶଲେଖତ୍ ଦ୍ବାରକୁ ଜଗିବା ନିମନ୍ତେ ମନୋନୀତ କରାଗଲା। ପ୍ରେତ୍ୟକକ ପରିବାରରୁ ରକ୍ଷକମାନଙ୍କୁ ସମାନଙ୍କେର ସ୍ଥାନ ରେ ମୁତଯନ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊର୍ଦ୍ଧ୍ଵଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ଵାର ନିକଟବର୍ତ୍ତୀ ପଶ୍ଚିମଦିଗର ବାଣ୍ଟ ଶୁପ୍‍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୁ​ପ୍​ପୀମ୍ ଓ ହୋଷାଙ୍କୁ ପଶ୍ଚିମ ପାର୍ଶ୍ୱ ଦ୍ୱାର ଓ ଉଚ୍ଚତର ପଥରେ ଥିବା ଶଲେଖତ୍ ଦ୍ୱାରକୁ ଜଗିବା ନିମନ୍ତେ ମନୋନୀତ କରାଗଲା। ପ୍ରତ୍ୟେକ ପରିବାରରୁ ରକ୍ଷକମାନଙ୍କୁ ସେମାନଙ୍କର ସ୍ଥାନରେ ମୁତୟନ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍‍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍‍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍‍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍‍ପୀମ୍‍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।