1 Chronicles 26:17 — Compare Translations

5 translations compared side by side

Odia - 1840
"ଛଅଜଣ ଲବେୀୟ ପ୍ରତିଦିନ ରକ୍ଷକମାନେ ପୂର୍ବ ଫାଟକରେ ଛିଡ଼ା ହେଲେ। ଚାରିଜଣ ଲବେୀୟ ଉତ୍ତର ଫାଟକରେ ରକ୍ଷକ ଭାବରେ ଛିଡ଼ା ହେଲେ। ଚାରିଜଣ ଲବେୀୟ ଦକ୍ଷିଣ ଫାଟକରେ ରକ୍ଷକ ଭାବରେ ଛିଡ଼ା ହେଲେ ଏବଂ ଦୁଇ ଜଣ ଲବେୀୟ ଭଣ୍ଡାରଗୃହର ପ୍ରେତ୍ୟକକ ଦ୍ବାର ରେ ଛିଡ଼ା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବଦିଗରେ ଛଅ ଜଣ ଲେବୀୟ, ଉତ୍ତରଦିଗରେ ଦିନରେ ଚାରି ଜଣ, ଦକ୍ଷିଣଦିଗରେ ଦିନରେ ଚାରି ଜଣ ଓ ଭଣ୍ତାରଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଛଅଜଣ ଲେବୀୟ ପ୍ରତିଦିନ ରକ୍ଷକମାନେ ପୂର୍ବ ଫାଟକରେ ଛିଡ଼ା ହେଲେ। ଗ୍ଭରିଜଣ ଲେବୀୟ ଉତ୍ତର ଫାଟକରେ ରକ୍ଷକ ଭାବରେ ଛିଡ଼ା ହେଲେ। ଗ୍ଭରିଜଣ ଲେବୀୟ ଦକ୍ଷିଣ ଫାଟକରେ ରକ୍ଷକ ଭାବରେ ଛିଡ଼ା ହେଲେ ଏବଂ ଦୁଇ ଜଣ ଲେବୀୟ ଭଣ୍ଡାରଗୃହର ପ୍ରତ୍ୟେକ ଦ୍ୱାରରେ ଛିଡ଼ା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।