1 Chronicles 26:18 — Compare Translations
5 translations compared side by side
Odia - 1840
"ଚାରିଜଣ ମଧ୍ଯ ପଶ୍ଚିମ ଦିଗ ରେ ଏବଂ ଦୁଇଜଣ ସୀମାନ୍ତବର୍ତ୍ତୀ ସ୍ଥାନ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶ୍ଚିମଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭରିଜଣ ପଶ୍ଚିମ ଦିଗରେ ଏବଂ ଦୁଇଜଣ ସୀମାନ୍ତବର୍ତ୍ତୀ ସ୍ଥାନରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
Odia IRV 2017 (ଓଡିଆ ବାଇବେଲ)
ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।