1 Chronicles 26:22 — Compare Translations
5 translations compared side by side
Odia - 1840
"ୟିହୀଯଲେିଙ୍କ ପୁତ୍ରମାନେ ଥିଲେ ସେଥମ୍ ଓ ସେଥମ୍ଙ୍କ ଭ୍ରାତା ଯାୟେଲ। ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ କରିବା ସମାନଙ୍କେର ଦାଯିତ୍ବ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୀୟେଲି । ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୀୟେଲିଙ୍କ ପୁତ୍ରମାନେ ଥିଲେ ସେଥମ୍ ଓ ସେଥମଙ୍କ ଭ୍ରାତା ଯୋୟେଲ। ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ କରିବା ସେମାନଙ୍କର ଦାୟିତ୍ୱ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।