1 Chronicles 26:24 — Compare Translations
5 translations compared side by side
Odia - 1840
"ନେତା ଶବୂଯଲେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିଲେ। ଶବୂଯଲେ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମାଶାଙ୍କେ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନେତା ଶବୂୟେଲ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଶବୂୟେଲ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମୋଶାଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।