1 Chronicles 26:28 — Compare Translations
5 translations compared side by side
Odia - 1840
"ଶଲୋମୀତ୍ ଓ ତାଙ୍କର ଆତ୍ମୀଯମାନେ ଭବିଷ୍ଯତବକ୍ତା ଶାମୁଯଲଙ୍କେ ଦ୍ବାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀଗୁଡ଼ିକର ଯତ୍ନ ନେଲେ। କୀଶ୍ଙ୍କ ପୁତ୍ର ଶାଉଲ; ନେର୍ଙ୍କ ପୁତ୍ର ଅବନର ଓ ସରୁଯାର ପୁତ୍ର ଯୋୟାବ। ଶ ଲୋମୀତ୍ ଓ ତାଙ୍କ ଆତ୍ମୀଯମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଲୋକମାନଙ୍କ ଦ୍ବାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀଗୁଡ଼ିକର ଯତ୍ନ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ୍ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀଗୁଡ଼ିକର ଯତ୍ନ ନେଲେ। କୀଶ୍ଙ୍କ ପୁତ୍ର ଶାଉଲ; ନେର୍ଙ୍କ ପୁତ୍ର ଅବ୍ନର ଓ ସରୁୟାର ପୁତ୍ର ଯୋୟାବ। ଶଲୋମୀତ୍ ଓ ତାଙ୍କ ଆତ୍ମୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଲୋକମାନଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀ ଗୁଡ଼ିକର ଯତ୍ନ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।