1 Chronicles 26:31 — Compare Translations
5 translations compared side by side
Odia - 1840
"ହିବ୍ରୋଣ ପରିବାରର ଇତିହାସ ଦର୍ଶାଏ ଯେ, ୟିରିଯ ସମାନଙ୍କେର ନେତା ଥିଲେ। ଦାଉଦ ଚାଳିଶ ବର୍ଷ ବ୍ଯାପି ରାଜା ଥିବା ସମୟରେ ପାରିବାରିକ ଇତିହାସଗୁଡ଼ିକୁ ଅନୁସନ୍ଧାନ କରି ବଳବାନ୍ ଓ ଦକ୍ଷ ଲୋକମାନଙ୍କୁ ଖାଜେି ବାହାର କରିବାକୁ ଆଦେଶ ଦଇେଥିଲେ। ଗିଲିଯଦର ୟା ସରେ ସହର ରେ ବାସ କରୁଥିବା ହିବ୍ରୋଣ୍ ପରିବାର ମଧିଅରେ ଏହିପରି କେତଜେଣ ଲୋକ ମିଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା । ଦାଉଦଙ୍କର ଅଧିକାରର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିବ୍ରୋଣ ପରିବାରର ଇତିହାସ ଦର୍ଶାଏ ଯେ, ଯିରିୟ ସେମାନଙ୍କର ନେତା ଥିଲେ। ଦାଉଦ ଗ୍ଭଳିଶ୍ ବର୍ଷ ବ୍ୟାପି ରାଜା ଥିବା ସମୟରେ ପାରିବାରିକ ଇତିହାସଗୁଡ଼ିକୁ ଅନୁସନ୍ଧାନ କରି ବଳବାନ୍ ଓ ଦକ୍ଷ ଲୋକମାନଙ୍କୁ ଖୋଜି ବାହାର କରିବାକୁ ଆଦେଶ ଦେଇଥିଲେ। ଗିଲିୟଦର ଯାସେର ସହରରେ ବାସ କରୁଥିବା ହିବ୍ରୋଣ ପରିବାର ମଧ୍ୟରେ ଏହିପରି କେତେଜଣ ଲୋକ ମିଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।
Odia IRV 2017 (ଓଡିଆ ବାଇବେଲ)
ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯା’ନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।