1 Chronicles 26:32 — Compare Translations

5 translations compared side by side

Odia - 1840
"ୟିରିଯର ଆତ୍ମୀଯମାନେ ଦକ୍ଷ ଲୋକ ଥିଲେ ସମାନଙ୍କେ ମଧ୍ଯରୁ 2,700 ଜଣ ପରିବାରର ମୁଖ୍ଯ ଥିଲେ। ରାଜା ଦାଉଦ ସମାନଙ୍କେୁ ରୁବନେ ଓ ଗାଦ୍ ପରିବାରବର୍ଗମାନଙ୍କର ଓ ମନଃଶିଙ୍କର ଅର୍ଦ୍ଧକେ ପରିବାରବର୍ଗମାନଙ୍କୁ ପରମେଶ୍ବରଙ୍କ ସବୋ ପାଇଁ ଏବଂ ରାଜାଙ୍କ କାର୍ୟ୍ଯର ଦାଯିତ୍ବ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶ-ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ଵରଙ୍କ ସମ୍ଵନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟ-ମାନଙ୍କ ଓ ମନଃଶିର ଅର୍ଦ୍ଧବଂଶ ଉପରେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିୟର ଆତ୍ମୀୟମାନେ ଦକ୍ଷ ଲୋକ ଥିଲେ ସେମାନଙ୍କ ମଧ୍ୟରୁ 2700 ଜଣ ପରିବାରର ମୁଖ୍ୟ ଥିଲେ। ରାଜା ଦାଉଦ ସେମାନଙ୍କୁ ରୁବେନ୍ ଓ ଗାଦ୍ ପରିବାରବର୍ଗମାନଙ୍କର ଓ ମନଃଶିଙ୍କର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ପରମେଶ୍ୱରଙ୍କ ସେବା ପାଇଁ ଏବଂ ରାଜାଙ୍କ କାର୍ଯ୍ୟର ଦାୟିତ୍ୱ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)