1 Chronicles 26:4 — Compare Translations

5 translations compared side by side

Odia - 1840
"ଓବେଦ୍-ଇଦୋମ ଓ ତାଙ୍କର ପୁତ୍ରଗଣ; ଓବେଦ୍-ଇଦୋମଙ୍କର ଜେଷ୍ଠ ପୁତ୍ର ଥିଲେ ଶମଯିଯ। ୟିହୋଷାବଦ୍ ତାଙ୍କର ଦ୍ବିତୀୟ ପୁତ୍ର ଥିଲେ। ୟୋଯାଦ ତାଙ୍କର ତୃତୀୟ ପୁତ୍ର ଥିଲେ। ସାଖାର୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ନଥନଲେ ତାଙ୍କର ପଞ୍ଚମ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଓବେଦ୍-ଇଦୋମ୍ର ପୁତ୍ର ଥିଲେ; ପ୍ରଥମଜାତ ଶମୟୀୟ, ଦ୍ଵିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର୍, ପଞ୍ଚମ ନଥନେଲ୍;
Odia Bible ERV 2004 (ପବିତ୍ର ବାଇବଲ)
ଓବେଦ୍-ଇଦୋମ ଓ ତାଙ୍କର ପୁତ୍ରଗଣ; ଓବେଦ୍-ଇଦୋମଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ ଶମୟିୟ। ଯିହୋଷାବଦ୍ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଯୋୟାହ ତାଙ୍କର ତୃତୀୟ ପୁତ୍ର ଥିଲେ। ସାଖାର୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ନଥନେଲ ତାଙ୍କର ପଞ୍ଚମ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଓବେଦ୍‍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍‍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍‍;