1 Chronicles 26:5 — Compare Translations

5 translations compared side by side

Odia - 1840
"ଅମ୍ମୀଯଲେ ତାଙ୍କର ଷଷ୍ଠ ପୁତ୍ର ଥିଲେ। ଇଷାଖର ତାଙ୍କର ସପ୍ତମ ପୁତ୍ର ଥିଲେ। ଆଉ ପିଯଲ୍ଲତଯ ତାଙ୍କର ଅଷ୍ଟମ ପୁତ୍ର ଥିଲେ। ପରମେଶ୍ବର ପ୍ରକୃତ ରେ ଓବେଦ୍-ଇଦୋମଙ୍କୁ ଆଶୀର୍ବାଦ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଷଷ୍ଠ ଅମ୍ମୀୟେଲ୍, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ଵର ତାହାକୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୀୟେଲ ତାଙ୍କର ଷଷ୍ଠ ପୁତ୍ର ଥିଲେ। ଇଷାଖର ତାଙ୍କର ସପ୍ତମ ପୁତ୍ର ଥିଲେ। ଆଉ ପିୟଲ୍ଲତୟ ତାଙ୍କର ଅଷ୍ଟମ ପୁତ୍ର ଥିଲେ। ପରମେଶ୍ୱର ପ୍ରକୃତରେ ଓବେଦ୍-ଇଦୋମଙ୍କୁ ଆଶୀର୍ବାଦ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।