1 Chronicles 26:6 — Compare Translations

5 translations compared side by side

Odia - 1840
"ଶମେଯିଯଙ୍କର ମଧ୍ଯ ପୁତ୍ରମାନେ ଥିଲେ। ଶମଯିଯଙ୍କ ପୁତ୍ରମାନେ ତାଙ୍କ ପରିବାରର ମୁଖ୍ଯ ଥିଲେ, କାରଣ ସମାନେେ ଅତି ସାହସୀ ଯୋଦ୍ଧା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ଵ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେମୟିୟଙ୍କର ମଧ୍ୟ ପୁତ୍ରମାନେ ଥିଲେ। ଶମୟିୟଙ୍କ ପୁତ୍ରମାନେ ତାଙ୍କ ପରିବାରର ମୁଖ୍ୟ ଥିଲେ, କାରଣ ସେମାନେ ଅତି ସାହସୀ ଯୋଦ୍ଧା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।