1 Chronicles 26:7 — Compare Translations

5 translations compared side by side

Odia - 1840
"ଶମଯିଯଙ୍କର ପୁତ୍ରମାନେ ଥିଲେ ଅତନି, ରଫାଯଲେ, ଓବେଦ୍, ଇଲୀଶାବଦ୍, ଇଲୀହୂ ଓ ସମଖିଯ। ଇଲୀଶାବଦ୍ଙ୍କର ଆତ୍ମୀଯମାନେ ଦକ୍ଷ କାରିଗର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶମୟୀୟର ପୁତ୍ର ଅତ୍ନି ଓ ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରା; ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶମୟିୟଙ୍କର ପୁତ୍ରମାନେ ଥିଲେ ଅତନି, ରଫାୟେଲ, ଓବେଦ୍, ଇଲୀଶାବଦ୍, ଇଲୀହୂ ଓ ସମଖିୟ। ଇଲିଶାବ‌ଦଙ୍କର ଆତ୍ମୀୟମାନେ ଦକ୍ଷ କାରିଗର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶମୟୀୟର ପୁତ୍ର ଅତ୍‍ନି, ରଫାୟେଲ ଓ ଓବେଦ୍‍, ଇଲୀଶାବଦ୍‍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।

Recommended Reading