1 Chronicles 26:9 — Compare Translations

5 translations compared side by side

Odia - 1840
"ମଶଲେିମିଯଙ୍କର ପୁତ୍ର ଓ ଆତ୍ମୀଯଗଣ ମହାପରାକ୍ରମୀ ଥିଲେ। ସମୁଦାଯ ଅଠର ଜଣ ପୁତ୍ର ଓ ଆତ୍ମୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରା; ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମଶେଲିମିୟଙ୍କର ପୁତ୍ର ଓ ଆତ୍ମୀୟଗଣ ମହାପରାକ୍ରମୀ ଥିଲେ। ସମୁଦାୟ ଅଠର ଜଣ ପୁତ୍ର ଓ ଆତ୍ମୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।