1 Chronicles 27:1 — Compare Translations
5 translations compared side by side
Odia - 1840
"ରାଜାଙ୍କ ସୈନ୍ଯବାହିନୀ ରେ ସବୋକାର୍ୟ୍ଯ କରୁଥିବା ଇଶ୍ରାୟେଲୀୟ ଲୋକଙ୍କର ତାଲିକା ଏହି। ପ୍ରେତ୍ୟକକ ଦଳକୁ ପ୍ରତିବର୍ଷର ଗୋଟିଏ ମାସ ନିମନ୍ତେ କାର୍ୟ୍ଯ ରେ ରହିବାକୁ ପଡ଼ୁଥିଲା। ଏହି ସମସ୍ତ ପରିବାରର ଶାସକ, କ୍ଯାପଟନ୍େ, ସନୋଧ୍ଯକ୍ଷ ଓ ପୋଲିସମାନେ ରାଜାଙ୍କର ସବୋକାର୍ୟ୍ଯ କରୁଥିଲେ। ପ୍ରେତ୍ୟକକ ସନୋଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟଦଳଗୁଡ଼ିକ ରାଜାଙ୍କ ସୈନ୍ୟବାହିନୀରେ ସେବାକାର୍ଯ୍ୟ କରୁଥିବା ଇସ୍ରାଏଲୀୟ ଲୋକଙ୍କର ତାଲିକା ଏହି। ପ୍ରତ୍ୟେକ ଦଳକୁ ପ୍ରତି ବର୍ଷର ଗୋଟିଏ ମାସ ନିମନ୍ତେ କାର୍ଯ୍ୟରେ ରହିବାକୁ ପଡ଼ୁଥିଲା। ଏହି ସମସ୍ତ ପରିବାରର ଶାସକ, କ୍ୟାପଟେନ୍, ସେନାଧ୍ୟକ୍ଷ ଓ ପୋଲିସମାନେ ରାଜାଙ୍କର ସେବାକାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ସେନାଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।