1 Chronicles 27:11 — Compare Translations
5 translations compared side by side
Odia - 1840
"ସିଦ୍ଦଖଯ ଅଷ୍ଟମ ସନୋଧ୍ଯକ୍ଷ ଥିଲେ। ସିଦ୍ଦଖଯ ଅଷ୍ଟମ ମାସର ସନୋଧ୍ଯକ୍ଷ ଥିଲେ। ସିଦ୍ଦଖଯ ହୂଶାତୀଯରୁ ଆସିଥିଲେ। ସିଦ୍ଦଖଯ ସରହଙ୍କେ ପରିବାରରୁ ଆସିଥିଲେ। ସିଦ୍ଦଖଯଙ୍କ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସିବ୍ବଖୟ ଅଷ୍ଟମ ସେନାଧ୍ୟକ୍ଷ ଥିଲେ। ସିବ୍ବଖୟ ଅଷ୍ଟମ ମାସର ସେନାଧ୍ୟକ୍ଷ ଥିଲେ। ସିବ୍ବଖୟ ହୂଶାତୀୟରୁ ଆସିଥିଲେ। ସିବ୍ବଖୟ ସେରହଙ୍କ ପରିବାରରୁ ଆସିଥିଲେ। ସିବ୍ବଖୟଙ୍କ ଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।