1 Chronicles 27:12 — Compare Translations

5 translations compared side by side

Odia - 1840
"ଅବୀଯଷେର ନମମ ସନୋଧ୍ଯକ୍ଷ ଥିଲେ। ଅବୀଯଷେର ନବମ ମାସର ସନୋଧ୍ଯକ୍ଷ ଥିଲେ। ଅବୀଯଷେର୍ ଅନାଥୋଥ୍ ସହରରୁ ଆସିଥିଲେ। ଅବୀଯଷେର ବିନ୍ଯାମୀନ ଗୋଷ୍ଠୀରୁ ଆସିଥିଲେ ଅବୀଯଷେରଙ୍କ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀୟେଷର ନବମ ସେନାଧ୍ୟକ୍ଷ ଥିଲେ। ଅବୀୟେଷର ନବମ ମାସର ସେନାଧ୍ୟକ୍ଷ ଥିଲେ। ଅବୀୟେଷର୍ ଅନାଥୋଥ୍ ସହରରୁ ଆସିଥିଲେ। ଅବୀୟେଷର ବିନ୍ୟାମୀନ ଗୋଷ୍ଠୀରୁ ଆସିଥିଲେ, ଅବୀୟେଷରଙ୍କ ଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।