1 Chronicles 27:13 — Compare Translations
5 translations compared side by side
Odia - 1840
"ମହରଯ ଦଶମ ସନୋଧ୍ଯକ୍ଷ ଥିଲେ। ମହରଯ ଦଶମ ମାସର ସନୋଧ୍ଯକ୍ଷ ଥିଲେ। ମହରଯ ନଟୋଫାରୁ ଆସିଥିଲେ। ସେ ସରହଙ୍କେ ପରିବାରରୁ ଆସିଥିଲେ। ମହରଯଙ୍କ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମହରୟ ଦଶମ ସେନାଧ୍ୟକ୍ଷ ଥିଲେ। ମହରୟ ଦଶମ ମାସର ସେନାଧ୍ୟକ୍ଷ ଥିଲେ। ମହରୟ ନଟୋଫାରୁ ଆସିଥିଲେ। ସେ ସେରହଙ୍କ ପରିବାରରୁ ଆସିଥିଲେ। ମହରୟଙ୍କ ଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।