1 Chronicles 27:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଗୋଷ୍ଠୀଗୁଡ଼ିକର ନେତାମାନେ ଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟ-ମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଷର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଷ୍ଠୀଗୁଡ଼ିକର ନେତାଗଣ ଇସ୍ରାଏଲର ଗୋଷ୍ଠୀଗୁଡ଼ିକର ନେତାମାନେ ଥିଲେ: ରୁବେନ୍: ସିଖ୍ରିଙ୍କ ପୁତ୍ର ଇଲୀୟେଷର୍; ଶିମିୟୋନ୍: ମାଖାଙ୍କ ପୁତ୍ର ଶଫଟିୟ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।