1 Chronicles 27:17 — Compare Translations
5 translations compared side by side
Odia - 1840
"ଲବେୀ: କମୂଯଲଙ୍କେ ପୁତ୍ର ହଶବିଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶ୍ବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ: କମୂୟେଲଙ୍କ ପୁତ୍ର ହଶବିୟ; ହାରୋଣ୍: ସାଦୋକ୍;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
Odia IRV 2017 (ଓଡିଆ ବାଇବେଲ)
ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।