1 Chronicles 27:2 — Compare Translations
5 translations compared side by side
Odia - 1840
"ୟାରବିଯାମ ପ୍ରଥମ ମାସ ନିମନ୍ତେ ପ୍ରଥମ ଦଳର ଦାଯିତ୍ବ ରେ ଥିଲେ। ୟାରବିଯାମ ସବଦୀଯଲଙ୍କେ ପୁତ୍ର ଥିଲେ। ୟାରବିଯାମଙ୍କ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଶ୍ବିୟାମ ପ୍ରଥମ ମାସ ନିମନ୍ତେ ପ୍ରଥମ ଦଳର ଦାୟିତ୍ୱରେ ଥିଲେ। ଯାଶ୍ବିୟାମ ସବ୍ଦୀୟେଲଙ୍କ ପୁତ୍ର ଥିଲେ। ଯାଶ୍ବିୟାମଙ୍କ ଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।