1 Chronicles 27:20 — Compare Translations
5 translations compared side by side
Odia - 1840
"ଇଫ୍ରଯିମ: ଅସସିଯଙ୍କ ପୁତ୍ର ହାେେଶୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ: ଅସସିୟଙ୍କ ପୁତ୍ର ହୋଶେୟ; ପଶ୍ଚିମ ମନଃଶିର: ପଦାୟଙ୍କ ପୁତ୍ର ଯୋୟେଲ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।