1 Chronicles 27:22 — Compare Translations

5 translations compared side by side

Odia - 1840
"ଦାନ୍: ୟିରୋହମ୍ଙ୍କ ପୁତ୍ର ଅସ ରେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ୍: ଯିରୋହ‌ମ୍‌ଙ୍କ ପୁତ୍ର ଅସରେଲ। ଏହି ସମସ୍ତେ ଇସ୍ରାଏଲ ପରିବାରର ନେତାଗଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଦାନ୍‍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।