1 Chronicles 27:23 — Compare Translations

5 translations compared side by side

Odia - 1840
"ଦାଉଦ ଇଶ୍ରାୟେଲର ଲୋକମାନଙ୍କୁ ଗଣିବା ନମସ୍ତେ ସ୍ଥିର କଲେ। ସଠାେରେ ବହୁତ ଅଧିକ ଲୋକ ଥିଲେ, କାରଣ ପରମେଶ୍ବର ପ୍ରତିଜ୍ଞା କରିଥିଲେ ଯେ, ସେ ଇଶ୍ରାୟେଲର ଲୋକମାନଙ୍କୁ ଆକାଶର ତାରାଗଣ ତୁଲ୍ଯ ଅଗଣ୍ଯ କରିବେ। ତେଣୁ ଦାଉଦ କବଳେ 20 ବର୍ଷ ବଯସ୍କ ଓ ତଦୁଦ୍ଧର୍‌ବ ବଯସର ଲୋକଙ୍କୁ ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ । କାରଣ ସଦାପ୍ରଭୁ ଆକାଶମଣ୍ତଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇସ୍ରାଏଲୀୟମାନଙ୍କୁ ଗଣନା କଲେ ଦାଉଦ ଇସ୍ରାଏଲର ଲୋକମାନଙ୍କୁ ଗଣିବା ନିମନ୍ତେ ସ୍ଥିର କଲେ। ସେଠାରେ ବହୁତ ଅଧିକ ଲୋକ ଥିଲେ, କାରଣ ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ଇସ୍ରାଏଲର ଲୋକମାନଙ୍କୁ ଆକାଶର ତାରାଗଣ ତୁଲ୍ୟ ଅଗଣ୍ୟ କରିବେ। ତେଣୁ ଦାଉଦ କେବଳ 20 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲୋକଙ୍କୁ ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।