1 Chronicles 27:24 — Compare Translations

5 translations compared side by side

Odia - 1840
"ସରୁଯାଙ୍କ ପୁତ୍ର ଯୋୟାବ୍ ଲୋକମାନଙ୍କୁ ଗଣିବା ଆରମ୍ଭ କଲେ, ମାତ୍ର ଶଷେ କରିପାରିଲେ ନାହିଁ। ପରମେଶ୍ବର ଇଶ୍ରାୟେଲର ଲୋକଙ୍କ ପ୍ରତି କୋର୍ଧାନ୍ବିତ ହାଇେଉଠିଲେ। ସେଥିନିମନ୍ତେ ରାଜା ଦାଉଦଙ୍କ ଇତିହାସ ପୁସ୍ତକରେ ଲୋକମାନଙ୍କ ସଂଖ୍ଯା ଲଖାୟୋଇ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସରୁୟାଙ୍କ ପୁତ୍ର ଯୋୟାବ୍ ଲୋକମାନଙ୍କୁ ଗଣିବା ଆରମ୍ଭ କଲେ, ମାତ୍ର ଶେଷ କରି ପାରିଲେ ନାହିଁ। ପରମେଶ୍ୱର ଇସ୍ରାଏଲର ଲୋକଙ୍କ ପ୍ରତି କ୍ରୋଧାନ୍ୱିତ ହୋଇଉଠିଲେ। ସେଥିନିମନ୍ତେ “ରାଜା ଦାଉଦଙ୍କ ଇତିହାସ ପୁସ୍ତକରେ” ଲୋକମାନଙ୍କ ସଂଖ୍ୟା ଲେଖାଯାଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।