1 Chronicles 27:26 — Compare Translations

5 translations compared side by side

Odia - 1840
"କଲୂବ୍ଙ୍କ ପୁତ୍ର ଇଷ୍ରି କ୍ଷତମାନଙ୍କେ ରେ କାର୍ୟ୍ଯ କରୁଥିବା ଲୋକମାନଙ୍କ ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କଲୂ‌ବ୍‌ଙ୍କ ପୁତ୍ର ଇଷ୍ରି କ୍ଷେତମାନଙ୍କରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ଦାୟିତ୍ୱରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।