1 Chronicles 27:29 — Compare Translations
5 translations compared side by side
Odia - 1840
"ଶାରୋଣୀଯ ସିଟ୍ରଯ ଶାରୋଣର ଚତୁର୍ଦ୍ଦିଗସ୍ଥ ପଶୁପଲର ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାରୋଣୀୟ ସିଟ୍ରୟ ଶାରୋଣର ଚତୁର୍ଦ୍ଦିଗସ୍ଥ ପଶୁପଲର ଦାୟିତ୍ୱରେ ଥିଲେ। ଅଦଲୟଙ୍କ ପୁତ୍ର ଶାଫଟ୍ ଉପତ୍ୟକାସ୍ଥ ପଶୁପଲର ଦାୟିତ୍ୱରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।