1 Chronicles 27:30 — Compare Translations
5 translations compared side by side
Odia - 1840
"ଇଶମାଯଲେୀଯ ଓବୀଲ୍ ଓଟମାନଙ୍କର ଦାଯିତ୍ବ ରେ ଥିଲେ। ମରେୋଣୋଥୀଯ ଯହଦେୀଯ ଗଧମାନଙ୍କର ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଶ୍ମାୟେଲୀୟ ଓବୀଲ୍ ଓଟମାନଙ୍କର ଦାୟିତ୍ୱରେ ଥିଲେ। ମେରୋଣୋଥୀୟ ଯେହଦୀୟ ଗଧମାନଙ୍କର ଦାୟିତ୍ୱରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।