1 Chronicles 27:32 — Compare Translations

5 translations compared side by side

Odia - 1840
"ଯୋନାଥନ ଜଣେ ଜ୍ଞାନୀ ପରାମର୍ଶଦାତା ଓ ଲେଖକ ଥିଲେ। ଯୋନାଥନ ଦାଉଦଙ୍କର କାକା ଥିଲେ। ଅକମାନେିଙ୍କ ପୁତ୍ର ୟିହୀଯେଲ୍ ରାଜାଙ୍କ ପୁତ୍ରଗଣଙ୍କର ଯତ୍ନ ନେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ । ଆଉ ଅକ୍ମୋନିର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଜଣେ ଜ୍ଞାନୀ ପରାମର୍ଶଦାତା ଓ ଲେଖକ ଥିଲେ। ଯୋନାଥନ ଦାଉଦଙ୍କର କାକା ଥିଲେ। ଅ‌କ୍‌ମୋନିଙ୍କ ପୁତ୍ର ଯିହୀୟେଲ୍ ରାଜାଙ୍କ ପୁତ୍ରଗଣଙ୍କର ଯତ୍ନ ନେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।