1 Chronicles 27:33 — Compare Translations

5 translations compared side by side

Odia - 1840
"ଅହୀଥୋଫଲ ରାଜାଙ୍କର ପରାମର୍ଶଦାତା ଥିଲେ। ହୁଶଯ ରାଜାଙ୍କ ବନ୍ଧୁ ଥିଲେ। ହୁଶଯ ଅର୍କୀଯ ଲୋକମାନଙ୍କ ମଧ୍ଯରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀଥୋଫଲ ରାଜାଙ୍କର ପରାମର୍ଶଦାତା ଥିଲେ। ହୁଶୟ ରାଜାଙ୍କ ବନ୍ଧୁ ଥିଲେ। ହୁଶୟ ଅର୍କୀୟ ଲୋକମାନଙ୍କ ମଧ୍ୟରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।