1 Chronicles 27:34 — Compare Translations

5 translations compared side by side

Odia - 1840
"ୟିହୋଯାଦା ଓ ଅବିଯାଥର୍ ପରେ ଅହୀଥୋଫଲଙ୍କ ସ୍ଥାନ ରେ ରାଜାଙ୍କର ପରାମର୍ଶଦାତା ହେଲେ। ଯିହାୟୋଦାରଦା ବନାଯଙ୍କ ପୁତ୍ର ଥିଲେ। ଯୋୟାବ୍ ରାଜାଙ୍କ ସୈନ୍ଯଦଳର ସନୋପତି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅହୀତୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ଓ ଅବିୟାଥର୍ ପରେ ଅହୀଥୋଫଲଙ୍କ ସ୍ଥାନରେ ରାଜାଙ୍କର ପରାମର୍ଶଦାତା ହେଲେ। ଯିହୋୟାଦା ବନାୟଙ୍କ ପୁତ୍ର ଥିଲେ। ଯୋୟାବ୍ ରାଜାଙ୍କ ସୈନ୍ୟଦଳର ସେନାପତି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।