1 Chronicles 27:4 — Compare Translations

5 translations compared side by side

Odia - 1840
"ଦୋଦୟ ଦ୍ବିତୀୟ ମାସ ନିମନ୍ତେ ସୈନ୍ଯଦଳର ଦାଯିତ୍ବ ରେ ଥିଲେ। ସେ ଅହୋଦୀଯରୁ ଆସିଥିଲେ। ଦୋଦୟଙ୍କ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୋଦୟ ଦ୍ୱିତୀୟ ମାସ ନିମନ୍ତେ ସୈନ୍ୟଦଳର ଦାୟିତ୍ୱରେ ଥିଲେ। ସେ ଅହୋଦୀୟରୁ ଆସିଥିଲେ। ଦୋଦୟଙ୍କ ଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।