1 Chronicles 27:5 — Compare Translations

5 translations compared side by side

Odia - 1840
"ବନାଯ ତୃତୀୟ ସନୋଧ୍ଯକ୍ଷ ଥିଲେ। ବନାଯ ତୃତୀୟ ମାସର ସନୋଧ୍ଯକ୍ଷ ଥିଲେ। ବନାଯ ଯିହାୟୋଦାରଦାଙ୍କ ପୁତ୍ର ଥିଲେ। ଯିହାୟୋଦାରଦା ମୁଖ୍ଯ ଯାଜକ ଥିଲେ। ବନାଯଙ୍କ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ ତୃତୀୟ ସେନାଧ୍ୟକ୍ଷ ଥିଲେ। ବନାୟ ତୃତୀୟ ମାସର ସେନାଧ୍ୟକ୍ଷ ଥିଲେ। ବନାୟ ଯିହୋୟାଦାଙ୍କ ପୁତ୍ର ଥିଲେ। ଯିହୋୟାଦା ମୁଖ୍ୟ ଯାଜକ ଥିଲେ। ବନାୟଙ୍କ ଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।