1 Chronicles 27:6 — Compare Translations

5 translations compared side by side

Odia - 1840
"ସହେି ବନାଯ ହିଁ ତିରିଶ ଜଣ ବୀରଙ୍କ ମଧିଅରେ ଜଣେ ସାହସୀ ବୀର ଥିଲେ। ବନାଯ ସହେି ଲୋକମାନଙ୍କୁ ପରିଚାଳିତ କରୁଥିଲେ। ବନାଯଙ୍କ ପୁତ୍ର ଅମ୍ମୀଷାବଦ ବନାଯଙ୍କ ଦଳର ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବନାୟ ହିଁ ତିରିଶ୍ ଜଣ ବୀରଙ୍କ ମଧ୍ୟରେ ଜଣେ ସାହସୀ ବୀର ଥିଲେ। ବନାୟ ସେହି ଲୋକମାନଙ୍କୁ ପରିଗ୍ଭଳିତ କରୁଥିଲେ। ବନାୟଙ୍କ ପୁତ୍ର ଅମ୍ମୀଷାବଦ ବନାୟଙ୍କ ଦଳର ଦାୟିତ୍ୱରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।