1 Chronicles 27:7 — Compare Translations
5 translations compared side by side
Odia - 1840
"ଅସା ହେଲ ଚତୁର୍ଥ ସନୋଧ୍ଯକ୍ଷ ଥିଲେ। ସେ ଯୋୟାବଙ୍କ ଭ୍ରାତା ଥିଲେ ଏବଂ ତାଙ୍କ ପରେ ତାଙ୍କ ପୁତ୍ର ସବଦିଯ ସନୋଧ୍ଯକ୍ଷ ହେଲେ। ଅସା ହେଲ ଚତୁର୍ଥ ମାସର ସନୋଧ୍ଯକ୍ଷ ଥିଲେ। ଅସା ହେଲଙ୍କ ସୈନ୍ଯ ଦଳ ରେ 24,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସାହେଲ୍ ଚତୁର୍ଥ ସେନାଧ୍ୟକ୍ଷ ଥିଲେ। ସେ ଯୋୟାବଙ୍କ ଭ୍ରାତା ଥିଲେ ଏବଂ ତାଙ୍କ ପରେ ତାଙ୍କ ପୁତ୍ର ସବଦିୟ ସେନାଧ୍ୟକ୍ଷ ହେଲେ। ଅସାହେଲ୍ ଚତୁର୍ଥ ମାସର ସେନାଧ୍ୟକ୍ଷ ଥିଲେ। ଅସାହେଲଙ୍କ ସୈନ୍ୟଦଳରେ 24,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।