1 Chronicles 28:1 — Compare Translations
5 translations compared side by side
Odia - 1840
"ଦାଉଦ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସହେି ନେତାଗଣଙ୍କୁ ୟିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ଯଦଳର ସନୋଧ୍ଯକ୍ଷଗଣ, ଅଧ୍ଯକ୍ଷଗଣ, ସନୋପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ୟ୍ଯକାରୀଗଣ, ରାଜାଙ୍କର ବିଶଷେ କର୍ମଚାରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ଯଗଣଙ୍କୁ ଡ଼ାକି ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କି, ବଂଶାଧି-ପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ର-ମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ନିମନ୍ତେ ରାଜାଙ୍କର ଯୋଜନା ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।