1 Chronicles 28:10 — Compare Translations
5 translations compared side by side
Odia - 1840
"ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ରସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ର ସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
Odia IRV 2017 (ଓଡିଆ ବାଇବେଲ)
ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”