1 Chronicles 28:11 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କଠାେରୀମାନ, ତାହାର ଭିତରର କଠାେରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ଯ ଏହି ଯୋଜନା ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ତାର ଓ ତହିଁ ଗୃହର ଓ ତହିଁ ଭଣ୍ତାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କୋଠରୀମାନ, ତାହାର ଭିତରର କୋଠରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ୟ ଏହି ଯୋଜନା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;