1 Chronicles 28:12 — Compare Translations
5 translations compared side by side
Odia - 1840
"ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସହେି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କଠାେରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧିଅରେ ବ୍ଯବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଆତ୍ମାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ଵରଙ୍କ ଗୃହର ଭଣ୍ତାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ତାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସେହି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କୋଠରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧ୍ୟରେ ବ୍ୟବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;