1 Chronicles 28:13 — Compare Translations

5 translations compared side by side

Odia - 1840
"ଦାଉଦ ଶଲୋମନଙ୍କୁ ଯାଜକ ଓ ଲବେୀୟମାନଙ୍କ ଦଳ ବିଷଯ ରେ କହିଲେ। ଦାଉଦ ଶଲୋମନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ବିଷଯକ ସମସ୍ତ କାର୍ୟ୍ଯ ଓ ମନ୍ଦିର ସବୋ ରେ ବ୍ଯବହୃତ ସକଳ ସାମଗ୍ରୀ ବିଷଯ ରେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶଲୋମନଙ୍କୁ ଯାଜକ ଓ ଲେବୀୟମାନଙ୍କ ଦଳ ବିଷୟରେ କହିଲେ। ଦାଉଦ ଶଲୋମନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ ବିଷୟକ ସମସ୍ତ କାର୍ଯ୍ୟ ଓ ମନ୍ଦିର ସେବାରେ ବ୍ୟବହୃତ ସକଳ ସାମଗ୍ରୀ ବିଷୟରେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;