1 Chronicles 28:14 — Compare Translations

5 translations compared side by side

Odia - 1840
"ମନ୍ଦିର ରେ ବ୍ଯବହୃତ ହବୋକୁ ଥିବା ସକଳ ସାମଗ୍ରୀର ନିର୍ମାଣ ନିମନ୍ତେ କେତେ ପରିମାଣର ସ୍ବର୍ଣ୍ଣ ଓ ରେ ୗପ୍ୟ ବ୍ଯବହୃତ କରାୟିବା ଉଚିତ୍, ତାହା ଦାଉଦ ଶଲୋମନଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ଵର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରରେ ବ୍ୟବହୃତ ହେବାକୁ ଥିବା ସକଳ ସାମଗ୍ରୀର ନିର୍ମାଣ ନିମନ୍ତେ କେତେ ପରିମାଣର ସ୍ୱର୍ଣ୍ଣ ଓ ରୌପ୍ୟ ବ୍ୟବହୃତ କରାଯିବା ଉଚିତ୍, ତାହା ଦାଉଦ ଶଲୋମନଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;