1 Chronicles 28:15 — Compare Translations

5 translations compared side by side

Odia - 1840
"ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରେ ୗପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ଯ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କ ରେ ଆବଶ୍ଯକ ସହେି ସ୍ଥାନମାନଙ୍କ ରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ଯବହୃତ ହବୋର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସ୍ଵର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରୌପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ୟ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରୌପ୍ୟ ଆବଶ୍ୟକ ହେବ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କରେ ଆବଶ୍ୟକ ସେହି ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ୟବହୃତ ହେବାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
Odia IRV 2017 (ଓଡିଆ ବାଇବେଲ)