1 Chronicles 28:16 — Compare Translations
5 translations compared side by side
Odia - 1840
"ପବିତ୍ର ରୋଟୀର ମଜେ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ, ଦାଉଦ ତାହା କହିଲେ। ରେ ୗପ୍ୟ ମଜଗେୁଡ଼ିକ ନିମନ୍ତେ କେତେ ପରିମାଣର ରେ ୗପ୍ୟ ଆବଶ୍ଯକ ହବେ, ଦାଉଦ ଦାହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦର୍ଶନୀୟ ରୋଟୀର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ଵର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ରୋଟୀର ମେଜ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ, ଦାଉଦ ତାହା କହିଲେ। ରୌପ୍ୟ ମେଜଗୁଡ଼ିକ ନିମନ୍ତେ କେତେ ପରିମାଣର ରୌପ୍ୟ ଆବଶ୍ୟକ ହେବ, ଦାଉଦ ତାହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;