1 Chronicles 28:17 — Compare Translations

5 translations compared side by side

Odia - 1840
"କଣ୍ଟାଚାମଚ, ସିଞ୍ଚନକାରୀ ପାତ୍ର ଓ କୁମ୍ଭ ନିର୍ମାଣ କରିବା ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ, ଦାଉଦ ତାହା କହିଲେ। ପ୍ରେତ୍ୟକକ ସୁବର୍ଣ୍ଣ ପାତ୍ର ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ ଓ ପ୍ରେତ୍ୟକକ ରେ ୗପ୍ୟପାତ୍ର ନିମନ୍ତେ କେତେ ପରିମାଣର ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତ୍ରିଶୂଳ ଓ କୁଣ୍ତ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ଵର୍ଣ୍ଣ; ପୁଣି ସ୍ଵର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
Odia Bible ERV 2004 (ପବିତ୍ର ବାଇବଲ)
କଣ୍ଟାଗ୍ଭମଚ, ସିଞ୍ଚନକାରୀ ପାତ୍ର ଓ କୁମ୍ଭ ନିର୍ମାଣ କରିବା ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ, ଦାଉଦ ତାହା କହିଲେ। ପ୍ରତ୍ୟେକ ସୁବର୍ଣ୍ଣ ପାତ୍ର ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ ଓ ପ୍ରତ୍ୟେକ ରୌପ୍ୟପାତ୍ର ନିମନ୍ତେ କେତେ ପରିମାଣର ରୌପ୍ୟ ଆବଶ୍ୟକ ହେବ, ତାହା ଦାଉଦ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
Odia IRV 2017 (ଓଡିଆ ବାଇବେଲ)
ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;