1 Chronicles 28:18 — Compare Translations
5 translations compared side by side
Odia - 1840
"ସୁଗନ୍ଧିଧୂପର ୟଜ୍ଞବଦେୀ ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ଯକ ହବେ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ଯ ଶଲୋମନଙ୍କୁ ପରମେଶ୍ବରଙ୍କ ରଥ-ଦୟାସନ ସହିତ ନିଯମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ଯ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ଵର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ଵର୍ଣ୍ଣ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୁଗନ୍ଧିଧୂପର ଯଜ୍ଞବେଦି ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ୟକ ହେବ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ୟ ଶଲୋମନଙ୍କୁ ପରମେଶ୍ୱରଙ୍କ ରଥ-ଦୟାସନ ସହିତ ନିୟମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ୟ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।