1 Chronicles 28:19 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ସଦାପ୍ରଭୁ ମାେତେ ପରିଚାଳନା ଦବୋ ସହିତ ଏହି ସମସ୍ତ ଯୋଜନା ଲିଖିତ ହାଇେଅଛି। ସଦାପ୍ରଭୁ ମାେତେ ଏହି ଯୋଜନା ରେ ଲିଖିତ ସମସ୍ତ ବିଷଯ ବୁଝିବା ରେ ସାହାୟ୍ଯ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ କହିଲେ, ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ସଦାପ୍ରଭୁ ମୋତେ ପରିଗ୍ଭଳନା ଦେବା ସହିତ ଏହି ସମସ୍ତ ଯୋଜନା ଲିଖିତ ହୋଇଅଛି। ସଦାପ୍ରଭୁ ମୋତେ ଏହି ଯୋଜନାରେ ଲିଖିତ ସମସ୍ତ ବିଷୟ ବୁଝିବାରେ ସାହାଯ୍ୟ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ କହିଲେ, “ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଦାଉଦ କହିଲେ, “ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”