1 Chronicles 28:20 — Compare Translations

5 translations compared side by side

Odia - 1840
"ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ୟ କହିଲେ, “ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ଯ୍ୟ ଶେଷ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର, ମୋର ପରମେଶ୍ୱର, ତୁମ୍ଭ ସହିତରେ ଅଛନ୍ତି। ସମସ୍ତ କାର୍ଯ୍ୟ ସମାପ୍ତ ହେବା ପର୍ଯ୍ୟନ୍ତ ସେ ତୁମ୍ଭକୁ ସାହାଯ୍ୟ କରିବେ। ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)