1 Chronicles 28:21 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ କରିବା ନିମନ୍ତେ ଯାଜକ ଓ ଲବେୀୟମାନଙ୍କ ଦଳ ପ୍ରସ୍ତୁତ ହାଇେ ରହିଛନ୍ତି। ସମସ୍ତ କାର୍ୟ୍ଯ ରେ ତୁମ୍ଭକୁ ସାହାୟ୍ଯ କରିବା ନିମନ୍ତେ ସମସ୍ତ ଦକ୍ଷ କାରିଗରମାନେ ପ୍ରସ୍ତୁତ ହାଇେ ରହିଛନ୍ତି। ତୁମ୍ଭେ ଯେଉଁସବୁ ଆଦେଶ ଦବେ, ତାହା ସମସ୍ତ କାର୍ୟ୍ଯକାରୀ ଓ ଲୋକମାନେ ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ପରମେଶ୍ଵରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି। ସମସ୍ତ କାର୍ଯ୍ୟରେ ତୁମ୍ଭକୁ ସାହାଯ୍ୟ କରିବା ନିମନ୍ତେ ସମସ୍ତ ଦକ୍ଷ କାରିଗରମାନେ ପ୍ରସ୍ତୁତ ହୋଇ ରହିଛନ୍ତି। ତୁମ୍ଭେ ଯେଉଁସବୁ ଆଦେଶ ଦେବ, ତାହା ସମସ୍ତ କାର୍ଯ୍ୟକାରୀ ଓ ଲୋକମାନେ ପାଳନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”
Odia IRV 2017 (ଓଡିଆ ବାଇବେଲ)