1 Chronicles 28:3 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ମାେତେ କହିଲେ, 'ନା, ଦାଉଦ, ତୁମ୍ଭେ ମାେ ନାମ ରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନକେ ଲୋକଙ୍କୁ ହତ୍ଯା କରିଅଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର ମୋତେ କହିଲେ, ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ମୋତେ କହିଲେ, ‘ନା, ଦାଉଦ, ତୁମ୍ଭେ ମୋ’ ନାମରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନେକ ଲୋକଙ୍କୁ ହତ୍ୟା କରିଅଛ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର ମୋତେ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର ମୋତେ କହିଲେ, “ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।”