1 Chronicles 28:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲର ବାର ଗୋଟି ଗୋଷ୍ଠୀକୁ ପରିଚାଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହାପରେ ସହେି ଗୋଷ୍ଠୀରୁ ସଦାପ୍ରଭୁ ମାରେ ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସହେି ପରିବାରରୁ ପରମେଶ୍ବର ମାେତେ ଚିରକାଳ ନିମନ୍ତେ ଇଶ୍ରାୟେଲର ରାଜା ହବୋ ନିମନ୍ତେ ମନୋନୀତ କଲେ। ପରମେଶ୍ବର ମାେତେ ଇଶ୍ରାୟେଲର ରାଜା କରିବାକୁ ଇଚ୍ଛା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼଠାରେ ସନ୍ତୁଷ୍ଟ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲର ବାର ଗୋଟି ଗୋଷ୍ଠୀକୁ ପରିଗ୍ଭଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହା ପରେ ସେହି ଗୋଷ୍ଠୀରୁ ସଦାପ୍ରଭୁ ମୋର ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସେହି ପରିବାରରୁ ପରମେଶ୍ୱର ମୋତେ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ କଲେ। ପରମେଶ୍ୱର ମୋତେ ଇସ୍ରାଏଲର ରାଜା କରିବାକୁ ଇଚ୍ଛା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ’ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ’ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ’ଠାରେ ସନ୍ତୁଷ୍ଟ ହେଲେ;